ବଲିଉଡ୍‌ ଅଭିନେତା ଅର୍ଜୁନ କାପୁରଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 6, 2020

ବଲିଉଡ୍‌ ଅଭିନେତା ଅର୍ଜୁନ କାପୁରଙ୍କୁ କରୋନା

ନୂଆଦିଲ୍ଲୀ: ବଲିଉଡ୍‌ ଅଭିନେତା ଅର୍ଜୁନ କାପୁର କରୋନାରେ ଆକ୍ରାନ୍ତ ହୋଇଛନ୍ତି। କିନ୍ତୁ ସେ ସୁସ୍ଥ ଅଛନ୍ତି। କରୋନା ଜଣାପଡ଼ିବା ପରେ ସେ ନିଜ ଘରେ ହୋମ୍‌ କ୍ୱାରେଣ୍ଟାଇନ୍‌ର ରହିଛନ୍ତି। ଡାକ୍ତରଙ୍କ ପରାମର୍ଶରେ ଚିକିତ୍ସିତ ହେଉଛନ୍ତି। ସେ ଏନେଇ ଇନ୍‌ଷ୍ଟାଗ୍ରାମରେ ଜଣାଇଛନ୍ତି।

ପୂର୍ବରୁ ସୁପରଷ୍ଟାର ଅମିତାଭ ବଚ୍ଚନ, ତାଙ୍କ ପୁଅ ଅଭିଷେକ, ବୋହୂ ଐଶ୍ୱର୍ଯ୍ୟା ଓ ନାତୁଣୀ ଆରାଧନା କରୋନାରେ ଆକ୍ରାନ୍ତ ହୋଇଥିଲେ। ସମସ୍ତଙ୍କୁ ମୁମ୍ୱାଇ ସ୍ଥିତ ନାନାବତୀ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସୁସ୍ଥ ହୋଇ ସେମାନେ ଏବେ ଘରକୁ ଫେରିଛନ୍ତି।

The post ବଲିଉଡ୍‌ ଅଭିନେତା ଅର୍ଜୁନ କାପୁରଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/2ZbtFeS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages