ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୯ରେ ପହଞ୍ଚି ଯାଇଛି।
The post ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୭, ୮୫୦ ପାର୍ କଲା ସଂଖ୍ୟା appeared first on Odisha Reporter.
from Odisha Reporter https://ift.tt/3jkf9JV
No comments:
Post a Comment