ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 7, 2020

ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା  ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚି ଯାଇଛି।


୧୩ ମୃତକଙ୍କ ମଧ୍ୟରେ ପୁରୀରୁ ୩ ଜଣ ଚିହ୍ନଟ ହୋଇଥିବା ଗଞ୍ଜାମ, ମୟୂରଭଞ୍ଜ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ କଟକ, କନ୍ଧମାଳ, ଖୋର୍ଦ୍ଧା ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଅଛନ୍ତି।


ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧,୩୧,୩୮୨ରେ ପହଞ୍ଚିଥିବା ବେଳେ ୯୯,୩୯୮ ସୁସ୍ଥ ହୋଇସାରିଛନ୍ତି। ୩୧,୩୬୨ ଜଣ ଚିକିତ୍ସାଧୀନ ଅଛନ୍ତି।

The post ରାଜ୍ୟରେ ଆଖି ବୁଜିଲେ ଆଉ ୧୩ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2GzLgXv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages