ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର)ଖୁବ୍ଶୀଘ୍ର କମ୍ ଖର୍ଚ୍ଚରେ ମାତ୍ର ଅଧଘଣ୍ଟାରେ ହୋଇପାରିବ କୋଭିଡ୍ ଟେଷ୍ଟ୍ । ଦେଶର ପ୍ରଥମ ସ୍ୱେଦେଶୀ କୋଭିଡ୍ CRISPR ଟେଷ୍ଟ କିଟ୍ ‘ଫେଲୁଦା’କୁ DCGIର ଅନୁମୋଦନ। ଟାଟା ଗ୍ରୁପ୍ ଓ ସିଏସ୍ଆଇଆର୍ ଦ୍ୱାରା ପ୍ରସ୍ତୁତ ଏହି ଟେଷ୍ଟ କିଟ୍ କମର୍ସିଆଲ୍ ଲଞ୍ଚ୍ ପାଇଁ ଅନୁମତି ମିଳିଛି। ଏହା ପାରମ୍ପରିକ RTPCR ଟେଷ୍ଟ ଭଳି ସଠିକ୍ ଯାଞ୍ଚ କରୁଥିବା ପରୀକ୍ଷାରୁ ଜଣାପଡ଼ିଛି। ତେବେ RTPCR ଟେଷ୍ଟର ଏକ ତୃତୀୟାଂଶ ଖର୍ଚ୍ଚରେ ଏହି ଟେଷ୍ଟ୍ ହୋଇପାରିବ।
The post ଅଧଘଣ୍ଟାଏରେ କୋଭିଡ୍ ଟେଷ୍ଟ୍ , ଟାଟା ତିଆରି କଲା କିଟ୍ appeared first on Odisha Reporter.
from Odisha Reporter https://ift.tt/2H9fn8u
No comments:
Post a Comment