ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 18, 2020

ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪,୨୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ୨,୪୪୧ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧,୭୬୮ଟି ହେଉଛି ଲୋକାଲ୍ କେସ୍‌।


ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୬୬୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରେ ୪୯୧ ଜଣ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୫,୫୫୦ ଜଣ ଚିହ୍ନଟ ହୋଇଥିବା ବେଳେ ୧,୩୭,୫୬୭ ସୁସ୍ଥ ହୋଇସାରିଲେଣି। ୩୭,୨୩୯ ଜଣ ଚିକିତ୍ସାଧୀନ ଅଛନ୍ତି।

The post ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/2EfSdfN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages