ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୪୨୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୮୫ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୭୫୨ ହେଉଛି ଲୋକାଲ୍ କେସ୍।
The post ରାଜ୍ୟରେ ଚିହ୍ନଟ ହେଲେ ୪୨୩୭ କରୋନା ଆକ୍ରାନ୍ତ appeared first on Odisha Reporter.
from Odisha Reporter https://ift.tt/3iV0jcB
No comments:
Post a Comment