୨୯ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜର +୩ ଷଷ୍ଠ ସେମିଷ୍ଟର ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 9, 2020

୨୯ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜର +୩ ଷଷ୍ଠ ସେମିଷ୍ଟର ପରୀକ୍ଷା

ଭୁବନେଶ୍ଵର(ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜର +୩ ଶେଷ ବର୍ଷର ଶେଷ ଅର୍ଥାତ ଷଷ୍ଠ ସେମିଷ୍ଟର ପରୀକ୍ଷା।

ସୂଚନା ଅନୁସାରେ, ଷଷ୍ଠ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୩ ତାରିଖ ଯାଏ ଚାଲିବ। ସମସ୍ତ ଥିଓରି ପେପର୍ ପାଇଁ ୧ ଘଣ୍ଟିଆ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ଏକ ଘଣ୍ଟାରେ ଛାତ୍ରଛାତ୍ରୀଙ୍କ ପାଇଁ OMR ବେସ୍‌ଡ ମଲ୍ଟିପୁଲ ଚଏସ ଥିଓରୀ ପରୀକ୍ଷା ହେବ। ସେପ୍ଟେମ୍ବର ୨୨ରୁ ୨୬ ତାରିଖ ମଧ୍ୟରେ ଅନଲାଇନ୍‌ରେ ପ୍ରାକ୍ଟିକାଲ ପରୀକ୍ଷା ହେବ। ଅନଲାଇନ୍ ସୁବିଧା ନ ଥିଲେ ଛାତ୍ରଛାତ୍ରୀ କଲେଜ ଆସି ପ୍ରାକ୍ଟିକାଲ ପରୀକ୍ଷା ଦେବେ। ପରୀକ୍ଷାର୍ଥୀ ଚାହିଁଲେ ପାଖ କଲେଜରେ ଅନୁମତି ନେଇ ପରୀକ୍ଷା ଦେଇପାରିବେ।

The post ୨୯ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନ କଲେଜର +୩ ଷଷ୍ଠ ସେମିଷ୍ଟର ପରୀକ୍ଷା appeared first on Odisha Reporter.



from Odisha Reporter https://ift.tt/2Rf9Wqg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages