ଆଜିଠୁ ବିଧାନସଭାରେ କୋଭିଡ ଟେଷ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 25, 2020

ଆଜିଠୁ ବିଧାନସଭାରେ କୋଭିଡ ଟେଷ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ମୌସୁମୀ ଅଧିବେଶ ପାଇଁ ଆଜି ସକାଳ ୮ଟାରୁ ସମସ୍ତ ସଦସ୍ୟ ଓ କର୍ମଚାରୀଙ୍କର ଆରମ୍ଭ ହୋଇଛି କରୋନା ଟେଷ୍ଟ । ଏଥିପାଇଁ ବିଧାନସଭା ପରିସରରେ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା।  ଆଜିଠୁ ୩ ଦିନ ଧରି ବିଧାନସଭା ପରିସରରେ ଟେଷ୍ଟ କରାଯିବ । ପରୀକ୍ଷାରେ ଯେଉଁମାନଙ୍କ ରିପୋର୍ଟ ନେଗେଟିଭ ଆସିବ ସେମାନଙ୍କୁ ହିଁ ବିଧାନସଭା ଭିତରକୁ ପ୍ରବେଶ ପାଇଁ ଅନୁମତି ମିଳିବ ।

ମନ୍ତ୍ରୀ, ବିଧାୟକ ଓ ବିଧାନସଭାର ସମସ୍ତ କର୍ମଚାରୀ କରୋନା ଟେଷ୍ଟ କରାଇବେ । ଗତକାଲି ହୋଇଥିବା ସର୍ବଦଳୀୟ ବୈଠକରେ ବାଚସ୍ପତି ଏହି ସୂଚନା ଦେଇଥିଲେ। ଆସନ୍ତା ୨୯ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ ।

The post ଆଜିଠୁ ବିଧାନସଭାରେ କୋଭିଡ ଟେଷ୍ଟ appeared first on Odisha Reporter.



from Odisha Reporter https://ift.tt/3iZWu65

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages