ଅଳ୍ପ ଦିନରେ ଆସୁଛି ଆଉ ଏକ ଲଘୁଚାପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 9, 2020

ଅଳ୍ପ ଦିନରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଆସୁଛି ଏହି ଲଘୁଚାପ। ୧୩ ତାରିଖ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରାଯାଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ନିକଟରେ ଲାଗ୍ ଲାଗ୍ ୩ଟି ଲଘୁଚାପ ହେବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ହୋଇଯାଇଥିଲା।

The post ଅଳ୍ପ ଦିନରେ ଆସୁଛି ଆଉ ଏକ ଲଘୁଚାପ appeared first on Odisha Reporter.



from Odisha Reporter https://ift.tt/33fCjKV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages