ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 4, 2020

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ । ଅପରାହ୍ନ ୪ଟାରେ CHSE କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ । ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଫଳାଫଳ ପ୍ରକାଶ କରିବେ । ଛାତ୍ରଛାତ୍ରୀ ପରିଷଦର ୱେବସାଇଟରେ ରେଜଲ୍ଟ ଜାଣିପାରିବେ ।

ଚଳିତବର୍ଷ ଯୁକ୍ତ ୨ କଳାରେ ୨ ଲକ୍ଷରୁ ଅଧିକ ଓ ଧନ୍ଦାମୂଳକ ଶିକ୍ଷାରେ ୭ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଅଗଷ୍ଟ ଶେଷ ସପ୍ତାହ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବାକୁ ଯୋଜନା ରଖାଯାଇଥିଲା । ତେବେ ପରିଷଦର ଦୁଇ କର୍ମଚାରୀଙ୍କୁ କରୋନା ହେବା ପରେ ତାରିଖକୁ ସେପ୍ଟେମ୍ବର ପ୍ରଥମ ସପ୍ତାହକୁ ଘୁଞ୍ଚାଯାଇଥିଲା।

The post ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ appeared first on Odisha Reporter.



from Odisha Reporter https://ift.tt/2EQFcJX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages