ଦେଶରେ ଗୋଟିଏ ଦିନରେ ୯୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 5, 2020

ଦେଶରେ ଗୋଟିଏ ଦିନରେ ୯୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦ୍ରୁତଗତିରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୯୦,୬୩୨ ନୂଆ ଆକ୍ରାନ୍ତ, ଯାହା ଏକ ରେକର୍ଡ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ଲକ୍ଷ ଟପି ଯାଇଛି।

ଦେଶରେ ୪୧,୧୩,୮୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୧,୮୦,୮୬୬ ଜଣ ସୁସ୍ଥ ହୋଇସାରିଲେଣି। ୮,୬୨,୩୨୦ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ସାରା ଦେଶରେ ଆଉ ୧୦୬୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦,୬୨୬ରେ ପହଞ୍ଚି ଯାଇଛି।

The post ଦେଶରେ ଗୋଟିଏ ଦିନରେ ୯୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3i41fuJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages