ଯାତ୍ରା ଅଭିନେତା ଭିକୁ ସେଠ୍ ଓରଫ ମହେନ୍ଦ୍ର ଦାସଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 12, 2020

ଯାତ୍ରା ଅଭିନେତା ଭିକୁ ସେଠ୍ ଓରଫ ମହେନ୍ଦ୍ର ଦାସଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଯାତ୍ରା କଳାକାର ଭିକୁ ସେଠ୍ ଓରଫ୍ ମହେନ୍ଦ୍ର ଦାସଙ୍କ ପରଲୋକ। ମାତ୍ର ୫୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଛାତିରେ ଯନ୍ତ୍ରଣା ପରେ ଚୌଦ୍ୱାରରୁ କଟକ ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଛି।  ମହେନ୍ଦ୍ର ଦାସଙ୍କ ସଂପର୍କୀୟା ଏନେଇ ଦେଇଛନ୍ତି ସୂଚନା।

‘ଶାଗୁଣା ବସିଛି ଡେଣା ମେଲାଇ’ ଜରିଆରେ ଭିକୁ ସେଠ୍ ନାଁରେ ସେ ଓଡ଼ିଶାରେ ଘରେ ଘରେ ପରିଚିତ ହୋଇଥିଲେ।

The post ଯାତ୍ରା ଅଭିନେତା ଭିକୁ ସେଠ୍ ଓରଫ ମହେନ୍ଦ୍ର ଦାସଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/32lPudJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages