ମାରିଦେଲା ହାତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 9, 2020

ମାରିଦେଲା ହାତୀ

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ହରିବେରେଣୀ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେହି ଗାଁର ପାଣ୍ଡବ ସାହୁ (୬୫)।

ପାଣ୍ଡବ ଆଜି ସକାଳେ ଚାଷଜମି ଆଡ଼େ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଜମି ନିକଟ ଜଙ୍ଗଲରେ ଲୁଚି ରହିଥିବା ଏକ ହାତୀ ହଠାତ୍ ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଥିଲା।

ପାଣ୍ଡବଙ୍କ ମୃତ୍ୟୁକୁ ନେଇ ଗାଁରେ ଚାପା ଉତ୍ତଜେନା ଦେଖାଦେଇଛି। ତେବେ ଘଟଣାସ୍ଥଳରେ ବନବିଭାଗ କର୍ମଚାରୀମାନେ ପହଞ୍ଚି ସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପ୍ରୟାସ କରୁଛନ୍ତି।

The post ମାରିଦେଲା ହାତୀ appeared first on Odisha Reporter.



from Odisha Reporter https://ift.tt/3igbT1V

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages