୧୭୦୯ ପୁଲିସ୍‌ଙ୍କୁ ମିଳିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 24, 2020

୧୭୦୯ ପୁଲିସ୍‌ଙ୍କୁ ମିଳିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନକ୍ସଲ ପ୍ରଭାବିତ ଜିଲ୍ଲାରେ କାର୍ଯ୍ୟରତ ପୁଲିସ୍‌ଙ୍କୁ ସମ୍ମାନିତ କରିବ ରାଜ୍ୟ ପୁଲିସ୍‌ । ଦୁଇ ବର୍ଷ ଧରି ନକ୍ସଲ ପ୍ରଭାବିତ ଅଞ୍ଚଳରେ ନିଷ୍ଠାପର ଭାବେ କାର୍ଯ୍ୟ କରିଥିବା ୧୭୦୯ ଜଣ ପୁଲିସ୍‌  କର୍ମଚାରୀ ଓ ଅଧିକାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’ ପ୍ରଦାନ କରାଯିବ । ଏନେଇ ରାଜ୍ୟ ପୁଲିସ୍‌ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି ।

ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ପଦକ ବ୍ୟବସ୍ଥା ଆରମ୍ଭ କରାଯାଇଥିଲା। ଏହାସହ ପଦକ ପ୍ରଦାନ ଲାଗି ପୁଲିସ୍‌ ମହାନିର୍ଦ୍ଦେଶକଙ୍କୁ କ୍ଷମତା ପ୍ରଦାନ କରାଯାଇଥିଲା । ଏନେଇ ଟୁଇଟ କରିବା ସହ ପଦକ ପାଇବାକୁ ଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଡିଜିପି।

The post ୧୭୦୯ ପୁଲିସ୍‌ଙ୍କୁ ମିଳିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’ appeared first on Odisha Reporter.



from Odisha Reporter https://ift.tt/3kE1ygW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages