ମାଲକାନଗିରି ବିଧାୟକଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 16, 2020

ମାଲକାନଗିରି ବିଧାୟକଙ୍କୁ କରୋନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ ରାଜ୍ୟ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ, ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ତାଙ୍କ ପତ୍ନୀ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଓ ଯାଜପୁର ଜିଲ୍ଲା ବରୀ ବିଧାୟିକା ସୁନନ୍ଦା ଦାସ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ପ୍ରମୁଖ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ସାରିଛନ୍ତି।

The post ମାଲକାନଗିରି ବିଧାୟକଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/32xsRmU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages