ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ବସିବ ବିଧାନସଭା ଅଧିବେଶନ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଆଜି ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ବର୍ତ୍ତମାନ ରାଜସ୍ଥାନ ବିଧାନସଭା ଅଧିବେଶନ ବସିଛି। ଲୋକସଭା ବାଚସ୍ପତି ଓ ସଚିବଙ୍କ ସହ ଏନେଇ କଥା ହୋଇଛି। ଗାଇଡଲାଇନ ଆସିବା ପରେ ରାଜ୍ୟର କରୋନା ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ । ପ୍ରଥମେ ଲୋକସଭାର କାର୍ଯ୍ୟ ଦେଖିବା ପରେ ହିଁ ନିଷ୍ପତ୍ତି ନେବୁ।
The post ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭା ଅଧିବେଶନ appeared first on Odisha Reporter.
from Odisha Reporter https://ift.tt/3h2Q2cV
No comments:
Post a Comment