୧୮ସେପ୍ଟେମ୍ବର, ଶୁକ୍ରବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 17, 2020

୧୮ସେପ୍ଟେମ୍ବର, ଶୁକ୍ରବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ

ମେଷ: ସନ୍ତାନର ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ଶରୀର ଅସୁସ୍ଥ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦ ଠାରୁ ଯଥା ସମ୍ଭବ ନିଜକୁ ଦୂରେଇ ରଖନ୍ତୁ। ମାଆ, ବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ।

ସିଂହ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଉପହାର ମିଳିପାରେ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: ଅଧିକ ପରିଶ୍ରମ କରିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବିଚ୍ଛା: ଶରୀର ଫୂର୍ତ୍ତି ରହିବ। ଅଳସୁଆ ଅନୁଭବ କରିପାରନ୍ତି। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

ଧନୁ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି।

ମକର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଛାତ୍ରଛାତ୍ରୀମାନେ ପାଠ ପଢ଼ାକୁ ନେଇ ଚିନ୍ତିତ ରହିବେ।

ମୀନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟରରେ ପରିବର୍ତ୍ତନ କରିପାରନ୍ତି। ମାନ-ସମ୍ମାନ ମିଳିବ।

The post ୧୮ସେପ୍ଟେମ୍ବର, ଶୁକ୍ରବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ appeared first on Odisha Reporter.



from Odisha Reporter https://ift.tt/3iI3oNe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages