ନିର୍ମାଣଧୀନ କୋଠା ଭୁଶୁଡ଼ି ତିନି ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 28, 2020

ନିର୍ମାଣଧୀନ କୋଠା ଭୁଶୁଡ଼ି ତିନି ମୃତ

ଗାନ୍ଧୀନଗର: ବିଳମ୍ୱିତ ରାତିରେ ଏକ ନିର୍ମାଣଧୀନ କୋଠା ଭୁଶୁଡ଼ି ପଡ଼ିବାରୁ ତିନି ଜଣଙ୍କର ମୃତ୍ୟୁ ଘଟିଛି ଓ ଜଣେ ଆହତ ହୋଇଛନ୍ତି। ଗୁଜରାଟର ଭୋଡୋଦରାରେ ଥିବା ବଓ୍ୱମନପୁରାରେ ଏହି ଅଘଟଣ ଘଟିଥିବା ସୂଚନା ରହିଛି। ଆହତ ଜଣଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ପହଞ୍ଚିଥିବା ବେଳେ ସ୍ଥାନୀୟ ଲୋକେ ଏବଂ ଉଦ୍ଧାରକାରୀ ଟିମ୍ ପହଞ୍ଚିଛନ୍ତି। କୋଠା ତଳେ କିଛି ଚାପି ହୋଇଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି।

The post ନିର୍ମାଣଧୀନ କୋଠା ଭୁଶୁଡ଼ି ତିନି ମୃତ appeared first on Odisha Reporter.



from Odisha Reporter https://ift.tt/349tqCS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages