କେନ୍ଦ୍ରାପଡା ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 15, 2020

କେନ୍ଦ୍ରାପଡା ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ

କେନ୍ଦ୍ରାପଡା(ମନୋଜ ସ୍ୱାଇଁ): କେନ୍ଦ୍ରାପଡା ବ୍ଲକ ଅଧ୍ୟକ୍ଷ ଅନାମ ବନ୍ଧୁ ଧଳଙ୍କର ଗତକାଲି ବିଳମ୍ବିତ ରାତିରେ ହୃଦଘାତରେ ପରଲୋକ ହୋଇଛି। କେନ୍ଦ୍ରାପଡା ସରକାରୀ ବାସଭାବନରେ ଥିବା ବେଳେ  ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରିବାର ଲୋକ ତାଙ୍କୁ ତୁରନ୍ତ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

୨୦୧୭ ମସିହାରେ ଗାଙ୍ଗପଡା ପଞ୍ଚାୟତର ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇ ବ୍ଲକ ଅଧକ୍ଷ ଭାବେ କାର୍ଯ୍ୟରତ ଥିଲେ ଅନାମ। ସେ ଜଣେ ମେଳାପୀ ,ମିଷ୍ଟଭାଷୀ, ପରୋପକାରୀ ବ୍ୟକ୍ତି ଥିଲେ। ତାଙ୍କର ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

The post କେନ୍ଦ୍ରାପଡା ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/32yOrr6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages