ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୌସୁମୀ ବାୟୁ ସକ୍ରିୟ ରହିଥିବା ଯୋଗୁଁ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ରାଜ୍ୟର ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପ୍ରବଳ ବର୍ଷା ସମ୍ଭାବନା ନେଇ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା,ମାଲକାନଗିରି, କୋରାପୁଟ ଓ ସୋନପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଏହି ଜିଲ୍ଲାଗୁଡ଼ିକରେ ବର୍ଷା ସହିତ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି।
The post ୨୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି appeared first on Odisha Reporter.
from Odisha Reporter https://ift.tt/3bi6yEk
No comments:
Post a Comment