ଆରୋଗ୍ୟ ହେଲେ ୨୫୯୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 6, 2020

ଆରୋଗ୍ୟ ହେଲେ ୨୫୯୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି କରୋନାରୁ ସୁସ୍ଥ ହେଲେ ୨୫୯୦ ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୯୬,୩୬୪ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୪୩୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୮୬, ମୟୂରଭଞ୍ଜରୁ ୨୦୨, ଗଞ୍ଜାମରୁ ୧୪୨, ରାୟଗଡ଼ାରୁ ୧୨୦, କୋରାପୁଟରୁ ୧୦୮, ପୁରୀରୁ ୧୦୫, ଜଗତସିଂହପୁରରୁ ୭୮, ଭଦ୍ରକ ୭୭, ଯାଜପୁରରୁ ୭୭, କେନ୍ଦ୍ରାପଡ଼ାରୁ ୭୫, ବରଗଡ଼ରୁ ୭୨, ବାଲେଶ୍ୱର ୭୧, ସମ୍ବଲପୁରରୁ ୭୧, କେନ୍ଦୁଝରରୁ ୬୮, ନୟାଗଡ଼ରୁ ୬୭, ମାଲକାନଗିରିରୁ ୬୧, ଢେଙ୍କାନାଳରୁ ୫୯, ନବରଙ୍ଗପୁରରୁ ୫୭, ବଲାଙ୍ଗିରରୁ ୫୪, ଝାରସୁଗୁଡ଼ାରୁ ୪୪, ବୌଦ୍ଧରୁ ୩୪, ସୁବର୍ଣ୍ଣପୁର ୩୦, ସୁନ୍ଦରଗଡ଼ରୁ ୩୦, କଳାହାଣ୍ଡିରୁ ୨୪, ଗଜପତିରୁ ୨୦, କନ୍ଧମାଳରୁ ୧୦, ନୂଆପଡ଼ାରୁ ୭, ଅନୁଗୋଳରୁ ୬ ଓ ଦେବଗଡ଼ରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

The post ଆରୋଗ୍ୟ ହେଲେ ୨୫୯୦ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ appeared first on Odisha Reporter.



from Odisha Reporter https://ift.tt/332p4Np

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages