ସମୀର ଦାଶ ଓ ତାଙ୍କ ପତ୍ନୀଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 14, 2020

ସମୀର ଦାଶ ଓ ତାଙ୍କ ପତ୍ନୀଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ପତ୍ନୀ ମଧ୍ୟ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ଶ୍ରୀ ଦାଶ ଟ୍ୱିଟ୍ କରି ଏ ସଂପର୍କରେ ସୂଚନା ଦେଇଛନ୍ତି।

ସେ ଲେଖିଛନ୍ତି, ଆମେ ଏବେ ସୁସ୍ଥ ଅଛୁ। ଆମ ସଂସ୍ପର୍ଶରେ ସାତ ଦିନ ଭିତରେ ଯେଉଁମାନେ ଆସିଛନ୍ତି ‘କରୋନା’ ଟେଷ୍ଟ କରିବା ପାଇଁ ଅନୁରୋଧ କରୁଛୁ।

The post ସମୀର ଦାଶ ଓ ତାଙ୍କ ପତ୍ନୀଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/3k7xslI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages