ମନ୍ଦିର ପରିସରରେ ମର୍ଡର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 23, 2020

ମନ୍ଦିର ପରିସରରେ ମର୍ଡର

ବ୍ରହ୍ମପୁର(ଜଗନ୍ନାଥ ସାହୁ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ମେଣ୍ଟୁ ଛକରେ ଥିବା ରାଧାକୃଷ୍ଣ  ମନ୍ଦିର ପରିସରରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତଦେହ ନିକଟରେ ଦୁଇଟି ଇଟା ପଡିଥିବାରୁ ପଥରରେ ଛେଚି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

ମନ୍ଦିର ରୋଷେଇ ଘର ନିକଟରେ ମୃତଦେହ ପଡ଼ି ରହିଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।  ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହେଲେ  ଅଭିଯୁକ୍ତଙ୍କ ଟେର ପାଇପାରିନି।

The post ମନ୍ଦିର ପରିସରରେ ମର୍ଡର appeared first on Odisha Reporter.



from Odisha Reporter https://ift.tt/2G7YGKo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages