ରାଜ୍ୟରେ ଚିହ୍ନଟ ହେଲେ ୩୬୩୧ କରୋନା ଆକ୍ରାନ୍ତ, ଆଜି ବି ୭୦୦ ପାର୍‌ କଲା ଖୋର୍ଦ୍ଧା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 2, 2020

ରାଜ୍ୟରେ ଚିହ୍ନଟ ହେଲେ ୩୬୩୧ କରୋନା ଆକ୍ରାନ୍ତ, ଆଜି ବି ୭୦୦ ପାର୍‌ କଲା ଖୋର୍ଦ୍ଧା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୨୧୪ କ୍ୱାରେଣ୍ଟାଇନ୍‌ରେ ଥିଲେ।  ୧୪୧୭ ହେଉଛି ଲୋକାଲ୍ କେସ୍‌।

ରାଜ୍ୟରେ ଥମିବାର ନାଁ ନେଉନି କରୋନା ମହାମାରୀ। ଖୋର୍ଦ୍ଧା ଗତ କିଛି ଦିନ ଧରି କରୋନାର ହଟସ୍ପଟ ପାଲଟିଥିବା ବେଳେ ରାଜ୍ୟର ସର୍ବାଧିକ ଆକ୍ରାନ୍ତ ଏହି ଜିଲ୍ଲାରୁ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୭୦, ମୟୂରଭଞ୍ଜରୁ ୩୬୫, ରାୟଗଡ଼ାରୁ ୧୧୧, ଗଞ୍ଜାମରୁ ୧୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ଚିହ୍ନଟ ହେଲେ ୩୬୩୧ କରୋନା ଆକ୍ରାନ୍ତ, ଆଜି ବି ୭୦୦ ପାର୍‌ କଲା ଖୋର୍ଦ୍ଧା appeared first on Odisha Reporter.



from Odisha Reporter https://ift.tt/2QMpBNT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages