ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 4, 2020

ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ ହୋଇଯାଇଛି।

କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।

ତାଙ୍କ ମୃତଶରୀରକୁ ହାଜିପୁର ଓ ବାଲିଆ ସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ନିଆଯାଇଥିଲା। ସେଠାରେ ଶେଷଦର୍ଶନ ପରେ ତାଙ୍କ ମରଶରୀରକୁ ବାଲିଆ ବାସଭବନରେ ରଖାଯାଇଛି। ଆଜି ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସଂପନ୍ନ କରାଯିବ।

ରବୀନ୍ଦ୍ର ନାଥ ଭୋଇ ୨୦୦୯ ରୁ ୨୦୧୪ ମସିହା ପର୍ଯ୍ୟନ୍ତ ତିର୍ତ୍ତୋଲ ଆସନରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

The post ପୂର୍ବତନ ବିଧାୟକ ରବୀନ୍ଦ୍ରନାଥ ଭୋଇଙ୍କ ପରଲୋକ appeared first on Odisha Reporter.



from Odisha Reporter https://ift.tt/358vTiY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages