ଜେଲ୍‌ରେ ଥିବା ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ମୃତ୍ୟୁ, ମୃତ୍ୟୁ ପରେ କରୋନା ପଜିଟିଭ୍ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 15, 2020

ଜେଲ୍‌ରେ ଥିବା ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ମୃତ୍ୟୁ, ମୃତ୍ୟୁ ପରେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝାରପଡ଼ା ଜେଲ୍‌ରେ ଜଣେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାଁ ଯୁଗଳ ଖଣ୍ଡୁଆଳ। ଚିଟଫଣ୍ଡ୍ ମାମଲାରେ ସେ ୨୦୧୯ରୁ ଜେଲ୍ରେ ଥିଲେ।

ସୂଚନା ଅନୁଯାୟୀ, ଜ୍ୱର ହେବାରୁ ୧୩ ତାରିଖରେ କ୍ୟାପିଟାଲ୍ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଆଉ ମୃତ୍ୟୁ ପରେ ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଜେଲ୍‌ ଆହୁରି ୩୦ ଅନ୍ତେବାସୀ ଯୁଗଳଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ସେମାନଙ୍କର କରୋନା ଟେଷ୍ଟ ପାଇଁ ନିଷ୍ପତ୍ତି ହୋଇଛି। ଏନେଇ ଝାରପଡ଼ା ଜେଲର ବିଏମ୍‌ସିଙ୍କୁ ଚିଠି ଲେଖିଛନ୍ତି।

The post ଜେଲ୍‌ରେ ଥିବା ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ମୃତ୍ୟୁ, ମୃତ୍ୟୁ ପରେ କରୋନା ପଜିଟିଭ୍ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3bZrxft

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages