ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 15, 2020

ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬ ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ୨, ମୟୂରଭଞ୍ଜ, କଳାହାଣ୍ଡି, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/33yNEWh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages