ଆଜିଠୁ +୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 21, 2020

ଆଜିଠୁ +୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାର ପରୀକ୍ଷା ପରିଚାଳନା କରିବେ ।

କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି ଅଫ୍‌ଲାଇନ୍ ଯୋଗେ ପରୀକ୍ଷା କରୁଛନ୍ତି । ସେହିପରି ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍ ଯୋଗେ ପରୀକ୍ଷା କରିବାକୁ ମଧ୍ୟ କିଛି ଶିକ୍ଷାନୁଷ୍ଠାନ ନିଷ୍ପତ୍ତି ନେଇଛନ୍ତି। କରୋନା କଟକଣା ଭିତରେ ପରୀକ୍ଷା କରାଯିବ।

ଅକ୍ଟୋବର ୧୦ ସୁଦ୍ଧା ଏ ସମସ୍ତ ପରୀକ୍ଷା ଶେଷ ହେବ ବୋଲି ଉଚ୍ଚ ଶିକ୍ଷାବିଭାଗ ଘୋଷଣା କରିଛି। ପୂର୍ବରୁ ରାଜ୍ୟ ସରକାର କରୋନା ପାଇଁ ଶେଷ ସେମିଷ୍ଟର ପରୀକ୍ଷା ନ କରିବାକୁ ନିଷ୍ପତ୍ତି ନେଇଥିଲେ ।

The post ଆଜିଠୁ +୩ ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା appeared first on Odisha Reporter.



from Odisha Reporter https://ift.tt/2S0n3MN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages