ପ୍ରକାଶ ପାଇଲା ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା ଜୁନିୟର କଲେଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 17, 2020

ପ୍ରକାଶ ପାଇଲା ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା ଜୁନିୟର କଲେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯୁକ୍ତ ଦୁଇ ପାଇଁ ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ। ଚଳିତ ବର୍ଷ କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଗରେ ରହିଛି ରେଭେନ୍ସା ଜୁନିୟର କଲେଜ।

ରେଭେନ୍ସା ଜୁନିୟର କଲେଜରେ କଳାରେ ୭୨.୫ ପ୍ରତିଶତ ରହିଛି କଟ୍ ଅଫ୍ ମାର୍କ। ଦ୍ୱିତୀୟରେ ବିଜେବି କଲେଜ  ଥିବା ବେଳେ କଟ୍ ଅଫ୍ ମାର୍କ ରହିଛି ୭୧.୮୩%। ଏହାବ୍ୟତୀତ ୬୭.୮୩% ସହ ୩ୟରେ ରହିଛି ରାଉରକେଲା ସରକାରୀ ଜୁନିଅର କଲେଜ।

ବିଜ୍ଞାନରେ ପ୍ରଥମ ସ୍ଥାନରେ ରେଭେନ୍ସା ଜୁନିଅର କଲେଜ ଥିବା ବେଳେ କଟ୍ ଅଫ୍ ମାର୍କ ୮୯% ରହିଛି ।   ୮୮.୬% ସହ ଦ୍ୱିତୀୟରେ ବିଜେବି ଜୁନିଅର କଲେଜ  ଓ ୮୬.୬୭% ସହ ତୃତୀୟ ସ୍ଥାନରେ ରହିଛି  ବ୍ରହ୍ମପୁର ନୀଳକଣ୍ଠ ନଗର ସରସ୍ୱତୀ ଶିଶୁ ମନ୍ଦିର।

ବାଣିଜ୍ୟରେ ୭୫.୮୩% ସହ ପ୍ରଥମ ସ୍ଥାନରେ ରେଭେନ୍ସା ଜୁନିୟର କଲେଜ ଥିବା ବେଳେ ୭୫.୫% ସହ ୨ୟରେ ରାଉରକେଲା ସରକାରୀ ଜୁନିଅର କଲେଜ ରହିଛି। ଏହାବ୍ୟତୀତ ବାଣିଜ୍ୟରେ ୭୪% ସହ ତୃତୀୟରେ ବିଜେବି ଜୁନିଅର କଲେଜ ରହିଛି।

 

The post ପ୍ରକାଶ ପାଇଲା ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା ଜୁନିୟର କଲେଜ appeared first on Odisha Reporter.



from Odisha Reporter https://ift.tt/2RF7REx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages