ଲଘୁଚାପ ସୃଷ୍ଟି, ୩ ଦିନ ଯାଏଁ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 19, 2020

ଲଘୁଚାପ ସୃଷ୍ଟି, ୩ ଦିନ ଯାଏଁ ବର୍ଷା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁଯାୟୀ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୩ ଦିନ ଯାଏଁ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଆଜି ପାଇଁ ରାଜ୍ୟର ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ।

ଏହି ଲଘୁଚାପ ପ୍ରଭାବରେ ଆସନ୍ତାକାଲି ରାଜ୍ୟର ପ୍ରାୟ ସବୁ ସ୍ଥାନରେ ବର୍ଷା ହୋଇପାରେ। ସେହିଭଳି ୨୨ ତାରିଖରେ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

The post ଲଘୁଚାପ ସୃଷ୍ଟି, ୩ ଦିନ ଯାଏଁ ବର୍ଷା appeared first on Odisha Reporter.



from Odisha Reporter https://ift.tt/2ZS6ZAS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages