ଶ୍ରୀତମଙ୍କୁ କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 15, 2020

ଶ୍ରୀତମଙ୍କୁ କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଲିଉଡ୍ ଅଭିନେତା ଶ୍ରୀତମ ଦାସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି।

କରୋନାରେ ସଂକ୍ରମିତ ହୋଇଥିବାରୁ ଶ୍ରୀତମ ହୋମ୍‌ ଆଇସୋଲେସନରେ ଅଛନ୍ତି। ସମସ୍ତଙ୍କୁ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି। ଏହା ସହ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ କୋଭିଡ୍ ଟେଷ୍ଟ କରାଇ ନିଅନ୍ତୁ ବୋଲି ଶ୍ରୀତମ କହିଛନ୍ତି।

The post ଶ୍ରୀତମଙ୍କୁ କରୋନା appeared first on Odisha Reporter.



from Odisha Reporter https://ift.tt/3mlMGW4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages