ରାଜ୍ୟରେ ୩୦୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୫୫୫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, September 28, 2020

ରାଜ୍ୟରେ ୩୦୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୫୫୫

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୦୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୫୮ ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଜିଲ୍ଲାରେ ଲାଗି ରହିଥିବା ସଂକ୍ରମଣ ସ୍ପିଡରେ ବ୍ରେକ୍‌ ଲାଗିଥିଲେ ମଧ୍ୟ ଏବେ ବି ଏହି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ  ସର୍ବାଧିକ ୫୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବ୍ୟତୀତ, କଟକରୁ ୨୩୦, ଷ୍ଟେଟ୍ ପୁଲ୍‌ରୁ ୨୧୧, ପୁରୀରୁ ୧୭୮, ବାଲେଶ୍ୱର- ୧୪୬, ମୟୂରଭଞ୍ଜ- ୧୪୩, ଅନୁଗୁଳ- ୧୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୫୬୭୬ରେ ପହଞ୍ଚିଥିବା ବେଳେ ୧୭୭୫୮୫ ଜଣ ସୁସ୍ଥ ହୋଇସାରିଲେଣି। ଏହାବ୍ୟତୀତ    ଆକ୍ଟିଭ କେସ୍‌ ୩୭୨୧୦ ଥିବା ବେଳେ ୮୨୮ ଜଣ କରୋନାରେ ଆଖି ବୁଜି ସାରିଲେଣି।

The post ରାଜ୍ୟରେ ୩୦୬୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୫୫୫ appeared first on Odisha Reporter.



from Odisha Reporter https://ift.tt/3mZ7p2n

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages