ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ରାହୁଲ ଓ କେଜ୍ରିୱାଲ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 16, 2020

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ରାହୁଲ ଓ କେଜ୍ରିୱାଲ୍

ନୂଆଦିଲ୍ଲୀ: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ସେ ଆଜି ୭୦ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ କଂଗ୍ରେସ ନେତା ରାହୁଲ ଗାନ୍ଧି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାହୁଲ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହିତ ତାଙ୍କ ପାଇଁ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି।


ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିବାକୁ ବିଜେପି ପକ୍ଷରୁ ସାରାଦେଶରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ତାଙ୍କ ଜନ୍ମଦିନ ପାଳନ କରିବାକୁ ୭୦ କେଜିର ଏକ ଲଡ଼ୁ ମଧ୍ୟ ପ୍ରସ୍ତୁତ କରାଯାଇଛି।

ପ୍ରଧାନମନ୍ତ୍ରୀ ଜନ୍ମଦିନକୁ ଦୃଷ୍ଟିରେ ରଖି ବିଜେପି ପକ୍ଷରୁ ସେପ୍ଟେମ୍ବର ୧୪ରୁ ୨୦ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯାଉଛି।

The post ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ରାହୁଲ ଓ କେଜ୍ରିୱାଲ୍ appeared first on Odisha Reporter.



from Odisha Reporter https://ift.tt/2RwIGUD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages