ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୬୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୧୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୪୯୭ ହେଉଛି ଲୋକାଲ୍ କେସ୍।
The post ରାଜ୍ୟରେ ୩୬୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.
from Odisha Reporter https://ift.tt/36nB4Mz
No comments:
Post a Comment