ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୫୮୦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 8, 2020

ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୫୮୦

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ ।  ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୮୦ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ କରୋନାରେ ଆଖି ବୁଜିଛନ୍ତି। ସେମାନଙ୍କ ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ କେବଳ ୨ ଜଣ ଅଛନ୍ତି। ଏହାବ୍ୟତୀତ ବଲାଙ୍ଗିରରୁ  ଜଣେ, କନ୍ଧମାଳରୁ ଜଣେ, ପୁରୀ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
 

The post ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୫୮୦ appeared first on Odisha Reporter.



from Odisha Reporter https://ift.tt/35i45ZN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages