ରାଜ୍ୟରେ ଚିହ୍ନଟ ହେଲେ ୪୩୫୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ୯୦୦ ପାର୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 25, 2020

ରାଜ୍ୟରେ ଚିହ୍ନଟ ହେଲେ ୪୩୫୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ୯୦୦ ପାର୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ  ନୂଆ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ  ୨୫୨୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ଅବଶିଷ୍ଟ ୧୮୨୭ ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧାରେ ପଜିଟିଭ ସଂଖ୍ୟା ଆଜି ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ ୯୦୦ ପାର୍‌ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲ୍ଲାରୁ କେବଳ ୯୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫୪୫୨ରେ ପହଞ୍ଚିଥିବା ବେଳେ୧୬୫୪୩୨  ଜଣ ସୁସ୍ଥ ହୋଇ ସାରିଲେଣି।  ଏହାବ୍ୟତୀତ ୩୯,୧୮୪  ଆକ୍ଟିଭ କେସ୍‌ ଥିବା ବେଳେ ଆଖି ବୁଜି ସାରିଲେଣି ୭୮୩  ଜଣ।

The post ରାଜ୍ୟରେ ଚିହ୍ନଟ ହେଲେ ୪୩୫୬ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ୯୦୦ ପାର୍‌ appeared first on Odisha Reporter.



from Odisha Reporter https://ift.tt/335AKA0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages