ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 1, 2020

ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଲେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଖି ବୁଜିଲେ ଆଉ ୧୧ କରୋନା ଆକ୍ରାନ୍ତ। ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୫୧୪ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମରେ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତ ଆଖି ବୁଜିଥିବା ବେଳେ ଖୋର୍ଦ୍ଧାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ପୁରୀ, ରାୟଗଡ଼ା, ସମ୍ବଲପୁର, ଜଗତସିଂହପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

The post ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଆଖି ବୁଜିଲେ appeared first on Odisha Reporter.



from Odisha Reporter https://ift.tt/3hUeNt0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages