୧୦ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, September 9, 2020

୧୦ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା (ମିହିର ଯତି ): ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ମହେନ୍ଦ୍ରଗଡ଼ ଛକ ନିକଟରୁ ଏକ କଣ୍ଟେନରରୁ ୧୦ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି ପୁଲିସ୍‌ । ଏହି ଘଟଣାରେ ପୁଲିସ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ, ବିହାରର ଧମରବୀର କୁମାର ସିଂ।

ଗତକାଲି ଧମରବୀର ବୁରିପଦର  ଅଞ୍ଚଳରୁ ଗଞ୍ଜେଇ ନେଇ ଛତିଶଗଡ଼ ଅଭିମୁଖେ ଚାଲାଣ କରୁଥିଊଲେ। ପୁଲିସ୍‌ ମହେନ୍ଦ୍ରଗଡ଼ ଛକରେ ସନ୍ଦେହରେ କଣ୍ଟେନର ଯାଞ୍ଚ କରିଥିଲା। ଯାଞ୍ଚ ବେଳେ କଣ୍ଟେନରରୁ  ଶହେ ବସ୍ତା ଗଞ୍ଜେଇ ଜବତ  ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ। ପୁଲିସ ଏ ନେଇ ଏକ ମାମଲା ରୁଜୁ କରି ତଦନ୍ତ କରୁଛି ।

The post ୧୦ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ appeared first on Odisha Reporter.



from Odisha Reporter https://ift.tt/2Rdb7GM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages