କରୋନାକୁ ନେଇ ଆସିଲା ଆଉ ଏକ ଚିନ୍ତାଜନକ ତଥ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 4, 2020

କରୋନାକୁ ନେଇ ଆସିଲା ଆଉ ଏକ ଚିନ୍ତାଜନକ ତଥ୍ୟ

ନୂଆଦିଲ୍ଲୀ: କରୋନାକୁ ନେଇ ଆଉ ଏକ ଚିନ୍ତାଜନକ ତଥ୍ୟ ଆସିଛି। ଦେଶର କେତେକ ସ୍ଥାନରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ହୋଇଥିବାର ଆଶଙ୍କା ପ୍ରକାଶ କରିଛନ୍ତି ଦିଲ୍ଲୀ ଏମ୍ସ ମୁଖ୍ୟ ଡାକ୍ତର ରଣଦୀପ ଗୁଲେରିଆ। ଏହା ସହ ଆସନ୍ତା ବର୍ଷ ମଧ୍ୟ କରୋନା ମହାମାରୀ ଜାରି ରହିବ ବୋଲି ସେ କହିଛନ୍ତି।

ଡାକ୍ତର ଗୁଲେରିଆ କହିଛନ୍ତି, ଭାରତରେ ୨୦୨୧ରେ ବି କିଛି ମାସ ଯାଏଁ କୋଭିଡ -୧୯ ସଂକ୍ରମଣ ବୃଦ୍ଧି ପାଇବ। ଆମେ କହିପାରିବୁ ନାହିଁ ଯେ, ୨୦୨୧ ଆଗରୁ କରୋନା ସଂକ୍ରମଣ ସରିବ କି ନାହିଁ।

ସୂଚନାଯୋଗ୍ୟ, ବର୍ତ୍ତମାନ ଦେଶରେ ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ୮୦ ହଜାରୁ ଅଧିକ ସଂଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।

The post କରୋନାକୁ ନେଇ ଆସିଲା ଆଉ ଏକ ଚିନ୍ତାଜନକ ତଥ୍ୟ appeared first on Odisha Reporter.



from Odisha Reporter https://ift.tt/3gUY5Z6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages