ରାଜ୍ୟରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 24, 2020

ରାଜ୍ୟରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଯୋଗୁ ରାଜ୍ୟରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା  ୭୬୭ରେ ପହଞ୍ଚି ଯାଇଛି।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ପୁରୀ ୩ ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବ୍ୟତୀତ ରାୟଗଡ଼ା, କେନ୍ଦ୍ରାପଡ଼ା ଓ କନ୍ଧମାଳ,  କଟକ, ବଲାଙ୍ଗିର ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି।

The post ରାଜ୍ୟରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/2RZN3I1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages