ରାଜ୍ୟରେ ୩୯୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଗରେ ଖୋର୍ଦ୍ଧା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 12, 2020

ରାଜ୍ୟରେ ୩୯୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୩୯୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୧୫୬୫ ଟି ହେଉଛି ଲୋକାଲ୍ କେସ୍‌।

ଖୋର୍ଦ୍ଧା ଆଜି ବି କରୋନା ସଂକ୍ରମଣ କ୍ଷେତ୍ରରେ ରାଜ୍ୟରେ ଆଗରେ ଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା କିନ୍ତୁ ହ୍ରାସ୍ ପାଇଛି। ପ୍ରତିଦିନ ୭୦୦, ୮୦୦ ଉପରେ ଆକ୍ରାନ୍ତ ଚିହ୍ନଟ ହୋଇ ଖୋର୍ଦ୍ଧା ଜିଲ୍ଲାବାସୀଙ୍କୁ କରୋନା ମହାମାରୀ କଲବଲ କରୁଥିବା ବେଳେ ଆଜି  କିନ୍ତୁ ମିଳିଛି ସାମାନ୍ୟ ଆଶ୍ୱସ୍ତିକର ଖବର। ଆଜି ଜିଲ୍ଲାରୁ ୫୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ କଟକରୁ ୩୮୨, କେନ୍ଦ୍ରାପଡ଼ାରୁ ୧୫୬, ମୟୂରଭଞ୍ଜରୁ ୧୪୭,  ସମ୍ବଲପୁରରୁ ୧୪୧, ନୂଆପଡ଼ାରୁ ୧୨୮,ଜଗତସିଂହପୁରରୁ ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

The post ରାଜ୍ୟରେ ୩୯୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଆଗରେ ଖୋର୍ଦ୍ଧା appeared first on Odisha Reporter.



from Odisha Reporter https://ift.tt/3kdoX8J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages