ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ, ଓଡ଼ିଶାରେ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 10, 2020

ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ, ଓଡ଼ିଶାରେ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଅଛି । ଆସନ୍ତା ୧୩ ତାରିଖ  ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର କାର୍ଯ୍ୟାଳୟ ପକ୍ଷରୁ ଜଣାପଡ଼ିଛି ।

ବିଶେଷ କରି ଏଥର ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ାରେ ୧୨ ଓ ୧୩ ତାରିଖରେ ପ୍ରବଳ ବର୍ଷା ହୋଇପାରେ  । ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ମଧ୍ୟ ପୂର୍ବାନୁମାନ କରାଯାଇଛି  ।

The post ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ, ଓଡ଼ିଶାରେ ବର୍ଷିବ appeared first on Odisha Reporter.



from Odisha Reporter https://ift.tt/3bNqfnP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages