ଦୁର୍ଘଟଣା ପରେ ବାଇକ୍‌ ସହ ଜଳିଗଲେ ଯୁବକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, September 15, 2020

ଦୁର୍ଘଟଣା ପରେ ବାଇକ୍‌ ସହ ଜଳିଗଲେ ଯୁବକ

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ଦୁର୍ଘଟଣା ପରେ ବାଇକ୍ ସହ ଜଳିଗଲେ ଯୁବକ। ନୟାଗଡ଼ ଜିଲ୍ଲା ଦଶପଲ୍ଲାର ରଙ୍ଗମାଟିଆରେ ୫୭ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଘଟଣା।

ଏକ ଆମ୍ବୁଲାନ୍ସ ସହ ମୁହାଁମୁହିଁ ଧକ୍କା ପରେ ଜଳିଗଲେ ସମ୍ପୃକ୍ତ ଯୁବକ। ଖବର ପାଇ ଦଶପଲ୍ଲା ଅଗ୍ନିଶମ କର୍ମଚାରୀମାନେ ସେଠାରେ ପହଞ୍ଚିଥିଲେ। ତେବେ ସେତେବେଳକୁ ଯୁବକଙ୍କର ମୃତ୍ୟୁ ହୋଇସାରିଥିଲା। ତାଙ୍କ ମୃତଦେହକୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଛି। ତେବେ ତାଙ୍କ ପରିଚୟ ମିଳିପାରି ନାହିଁ।

The post ଦୁର୍ଘଟଣା ପରେ ବାଇକ୍‌ ସହ ଜଳିଗଲେ ଯୁବକ appeared first on Odisha Reporter.



from Odisha Reporter https://ift.tt/33sBjmF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages