ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଟ୍ୱିନ ସିଟିରେ ଘଡ଼ଘଡ଼ି ସହ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 21, 2020

ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଟ୍ୱିନ ସିଟିରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ଦିନ ୧୧ଟା ୩୦ ପର୍ଯ୍ୟନ୍ତ କଟକ-ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।  ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ସମୟରେ ରାସ୍ତାଘାଟ ଭଲ ଭାବେ ଦିଶିବନି। ପାଣି ଜମିପାରେ ଓ ଟ୍ରାଫିକ ଜାମ୍ ହୋଇପାରେ । ତେଣୁ ଚାଲିବା ବେଳେ ରାସ୍ତାରେ ଥିବା ମ୍ୟାନହୋଲ୍ ଉପରେ ନଜର ରଖନ୍ତୁ। ଯଥା ସମ୍ଭବ ଘରୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

The post ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଟ୍ୱିନ ସିଟିରେ ଘଡ଼ଘଡ଼ି ସହ ବର୍ଷା appeared first on Odisha Reporter.



from Odisha Reporter https://ift.tt/2FPiTVr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages