ଆଖି ବୁଜିଲେ ପ୍ରଯୋଜକ ତୋଫାନ ତ୍ରିପାଠୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 2, 2020

ଆଖି ବୁଜିଲେ ପ୍ରଯୋଜକ ତୋଫାନ ତ୍ରିପାଠୀ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ବରିଷ୍ଠ ଓଡିଆ ଚଳଚ୍ଚିତ୍ର ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ଗତକାଲି ସମ୍ବଲପୁରରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ବୟସ ହୋଇଥିଲା । ସେ କିଛିଦିନ ହେଲା ଅସୁସ୍ଥ ଥିଲେ।

ସ୍ୱର୍ଗତ ତୋଫାନ ତ୍ରିପାଠୀ ଓଡିଆ ଚଳଚ୍ଚିତ୍ର ‘ସାଧନା’ ଓ ‘ଅଶାନ୍ତଗ୍ରହ’ର ପ୍ରଯୋଜକ ଥିଲେ । ୧୯୬୩ମସିହାରେ ମୁକ୍ତିଲାଭ କରିଥିବା ସାଧନା ଚଳଚ୍ଚିତ୍ର ଆଞ୍ଚଳିକ ଫିଲ୍ମଭାବେ ଜାତୀୟ ପୁରସ୍କାର ପାଇଥିଲା  ।

The post ଆଖି ବୁଜିଲେ ପ୍ରଯୋଜକ ତୋଫାନ ତ୍ରିପାଠୀ appeared first on Odisha Reporter.



from Odisha Reporter https://ift.tt/2SltUjN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages