ତିନି ଦିନ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 19, 2020

ତିନି ଦିନ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି।

ଆସନ୍ତା ୩ ଦିନ ପାଇଁ ବିଭିନ୍ନ ସ୍ଥାନକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବିଶେଷ କରି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମୁଦ୍ର ଅଶାନ୍ତ ରହୁଥିବା ଆଶଙ୍କାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ କରାଯାଇଛି। ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

The post ତିନି ଦିନ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ appeared first on Odisha Reporter.



from Odisha Reporter https://ift.tt/34bEj8n

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages