ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପୂର୍ବାହ୍ନ ୧୧ଟା ଯାଏଁ ୧୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଏହି ଜିଲ୍ଲାଗୁଡ଼ିକ ହେଉଛି କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ ସହର ସମେତ କଟକ ଜିଲ୍ଲା,ଭୁବନେଶ୍ୱର ସହର ସମେତ ଖୋର୍ଦ୍ଧା ଜିଲ୍ଲା। ଏହାବ୍ୟତୀତ ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।
ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କଟକ ଓ ଭୁବନେଶ୍ୱରରେ ଆଜି ସକାଳୁ ତୁହାକୁ ତୁହା ବର୍ଷା ଲାଗି ରହିଛି ।
The post ୧୭ ଜିଲ୍ଲାକୁ ବର୍ଷା, ବଜ୍ରପାତ ଆଲର୍ଟ appeared first on Odisha Reporter.
from Odisha Reporter https://ift.tt/3lGeZgT
No comments:
Post a Comment