ସାମାନ୍ୟ ବଚସାରୁ ଛୁରା ମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 23, 2020

ସାମାନ୍ୟ ବଚସାରୁ ଛୁରା ମାଡ଼

ବ୍ରହ୍ମପୁର(ଜଗନ୍ନାଥ ସାହୁ) : ସାମାନ୍ୟ ବଚସାରୁ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକହେଲେ ବଚନ ସ୍ୱାଇଁ। ବଚନଙ୍କ ନାଁରେ ବହୁ ଅପରାଧିକ ମାମଲା ରହିଛି ।

ଆଜି ସକାଳେ ସେହି ଅଞ୍ଚଳର  ଅନ୍ୟ ଜଣେ ଯୁବକଙ୍କ ସହ ବଚନଙ୍କ ଗଣ୍ଡଗୋଳ ହୋଇଥିଲା। ଏହାପରେ ଉତ୍ତ୍ୟକ୍ତ ଯୁବକ ବଚନଙ୍କୁ ଛୁରୀରେ   ଆକ୍ରମଣ କରିଥିଲେ।  ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କଲେ ।

ପୁଲିସ୍‌ ଘଟଣାର ତଦନ୍ତ କରୁଥିବା ବେଳେ ଆକ୍ରମଣକାରୀ ଫେରାର ହୋଇଥିବା ସୂଚନା ମିଳିଛି।

The post ସାମାନ୍ୟ ବଚସାରୁ ଛୁରା ମାଡ଼ appeared first on Odisha Reporter.



from Odisha Reporter https://ift.tt/3olEUwi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages