ହୁତ୍‌ ହୁତ୍‌ ହୋଇ ଜଳିଗଲା ସପିଂ ମଲ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, October 14, 2020

ହୁତ୍‌ ହୁତ୍‌ ହୋଇ ଜଳିଗଲା ସପିଂ ମଲ୍

ରାଇରଙ୍ଗପୁର(ଓଡ଼ିଶା ରିପୋର୍ଟର): ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସହରରେ ଥିବା ଏକ  ସପିଂ ମଲ୍‌ରେ  ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,  ବିଳମ୍ବିତ ରାତି ପ୍ରାୟ ୩ଟାରେ କୌଣସି କାରଣରୁ ମଲ୍‌ରେ ନିଆଁ ଲାଗି ଯାଇଥିଲା। ଖବର ପାଇ  ୩ଟି ଅଗ୍ନିଶମ ବାହିନୀ କର୍ମଚାରୀ ପକ୍ଷରୁ  ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ସକାଳ ୭ଟା ସୁଦ୍ଧା ନିଆଁ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଆସି ନ ଥିବା ଜଣାଯାଇଛି। ମୟୂରଭଞ୍ଜ ଜିଲ୍ଲା ଏସ୍‌ପି ସକାଳେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ଜଣାଯାଇଛି।

ଏହି ଅଗ୍ନିକାଣ୍ଡରେ ମଲରେ ଥିବା ବିଭିନ୍ନ ଦୋକାନ ପୋଡ଼ି ପ୍ରଭୂତ କ୍ଷୟକ୍ଷତି ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

The post ହୁତ୍‌ ହୁତ୍‌ ହୋଇ ଜଳିଗଲା ସପିଂ ମଲ୍ appeared first on Odisha Reporter.



from Odisha Reporter https://ift.tt/2Irc6C5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages