୧୮ ଅକ୍ଟୋବର,ରବିବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 17, 2020

୧୮ ଅକ୍ଟୋବର,ରବିବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ଦିନଟି ଭଲରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ।

କର୍କଟ: ମନ ଖୁସି ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ସିଂହ: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କାହାକୁ ଧାରଉଧାର ଦିଅନ୍ତୁ ନାହିଁ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ତୁଳା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପରିଶ୍ରମ ଅନୁସାରେ ସଫଳତା ପାଇବେ। ମାନ-ସମ୍ମାନ ବଢ଼ିବ।

ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହଯୋଗ ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ।

ଧନୁ: ଦିନଟି ଖୁସିରେ କଟିବ। ପିତାମାତାଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

ମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂଆ ଗାଡ଼ି କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ।

ମୀନ: କୌଣସି କଥାକୁ ନେଇ ପଡ଼ୋଶୀ ସହ ଝଗଡ଼ା ହୋଇପାରେ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ। ବିଦ୍ୟାର୍ଥୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ।

The post ୧୮ ଅକ୍ଟୋବର,ରବିବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି appeared first on Odisha Reporter.



from Odisha Reporter https://ift.tt/3dyOdnQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages